ଦେଶବାସୀଙ୍କ ନିଜର ରହିଛି କ୍ୟୁରେଟିଭ ପିଟିସନ ଉପରେ

ନୂଆଦିଲ୍ଲୀ- ମଙ୍ଗଳବାର ନିର୍ଭୟା ଗଣ ବଳାତ୍କାର ମାମଲାର ଦୋଷୀ ବିନୟ ଶର୍ମା ଓ ମୁକେଶଙ୍କ ଦ୍ୱାରା ଦାଖଲ କରାଯାଇଥିବା କ୍ୟୁରେଟିଭ ପିଟିସନର ଶୁଣାଣି କରିବେ ସୁପ୍ରିମକୋର୍ଟର ୫ ଜଣିଆ ଖଣ୍ଡପୀଠ କ୍ୟୁରେଟିଭ ପିଟିସନ କ୍ଷମା ଆବେଦନର ଶେଷ ପର୍ଯ୍ୟ।ୟ । ସୂଚନାଯୋଗ୍ୟ, ନିର୍ଭୟା ଗଣବଳାତ୍କାର ମାମଲାରେ ୪ ଦୋଷୀଙ୍କୁ କୋର୍ଟ ଫାଶୀ ଦଣ୍ଡାଦେଶ ଶୁଣାଇବା ସହ ଆସନ୍ତା ୨୨ ତାରିଖରେ ଏମାନଙ୍କୁ ଫାଶୀ ଦିଆଯିବ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହାକୁ ନେଇ ଡେଥ୍ ଓ୍ବାରେଣ୍ଟ ମଧ୍ୟ ଜାରି କରାଯାଇଛି। ଏହାପୁର୍ବରୁ ୨ ଦୋଷୀ ବିନୟ ଓ ମୁକେଶ କ୍ୟୁରେଟିଭ ପିଟିସନ ଦାଖଲ କରିଥିବା ବେଳେ ଅନ୍ୟ ୨ ଦୋଷୀ କ୍ଷମା ଆବେଦନ କରି ନାହାନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ