ଦେଶରେ ୨୪ ଘଂଟାରେ ୧୮,୩୨୭ ନୂଆ ମାମଲା

ନୂଆଦିଲ୍ଲୀ, (ୱାଇଏନ୍‌ଏସ୍‌): ଦେଶରେ ଗତ ୨୪ଘଂଟା ମଧ୍ୟରେ ୧୮,୩୨୭ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୧୦୮ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୧୧,୭୩,୭୬୧ ପହଂଚିଛି ।ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧,୮୦,୩୦୪ ଥିବା ବେଳେ ବର୍ତମାନ ସୁଦ୍ଧା ୧,୫୭,୬୫୬ ଜଣ ମୃତ୍ୟୁ ବରଣ କରିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ