ଦେଶୀ ମଦ ଜବତ, ଜଣେ କୋର୍ଟ ଚାଲାଣ

ହିଞ୍ଜିଳିକାଟୁ, (ଶେଷଦେବ ସାହୁ): ହିଂଜିଳି ଥାନା ପକ୍ଷରୁ ସେମାବାର ମଦ ଧରପଗଡ଼ କରାଯାଇଛି । ସ୍ଥାନୀୟ ଥାନା ଜକରାପଲ୍ଲୀ ଗ୍ରାମର ଜୈନିକ ବ୍ୟକ୍ତିଙ୍କ ଦୋକାନରେ ଚଢାଉ କରାଯାଇ ୧୫ ଲିଟର ଦେଶୀ ମଦ ଜବତ କରାଯାଇଛି । ଚୋରାରେ ମଦ ବିକ୍ରି କରୁଥିବା ଅଭିଯୋଗରେ ସନ୍ତୋଷ କୁମାର ସେଠିଙ୍କୁ ଗିରଫ କରାଯାଇଛି । ଏନେଇ ନଂ- ୨୬୨/୧୯ରେ ଏକ ମାମଲା ରୁଜୁ କରି ସୋମବାର କୋର୍ଟ ଚାଲାଣ କରାଯାଇଥିବା ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସ କହିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ