ଧର୍ମପରାୟଣ ମହିଳାଙ୍କ ପରଲୋକ

ବନ୍ତ, (ଚାନ୍ଦିନୀ ମହାନ୍ତି):ବନ୍ତ ବ୍ଲକ ନିଳୋକ ଗ୍ରାମର ସ୍ୱର୍ଗତ ଶିବ ସୁତାରଙ୍କ ଧର୍ମପତ୍ନୀ କ୍ଷେତ୍ରମଣି ସୁତାର(୯୮)ଙ୍କର ରବିବାର ରାତିରେ ପରଲୋକ ଘଟିଛି । ଗତ କିଛି ଦିନ ହେବ ସେ ବାର୍ଦ୍ଧକ୍ୟ ଜନିତ ରୋଗରେ ପିଡିତ ଥାଇ ଘରୋଇ ଚିକିତ୍ସାରେ ଥିଲେ । ମୃତ୍ୟୁ ଶର୍ଯ୍ୟା ନିକଟରେ ପୁଅ, ବୋହୁ, ଝିଅ, ଜ୍ୱାଇଁ, ନାତି, ନାତୁଣୀ, ନାତୁଣୀ ବୋହୁଙ୍କ ସମେତ ଆତ୍ମୀୟ ସ୍ୱଜନ ଉପସ୍ଥିତ ଥିଲେ । ସେ ଜଣେ ପରୋପକାରୀ, ଧର୍ମପରାୟଣ ମହିଳା ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ