ନିଖିଳ ଓଡିଶା ନିର୍ମାଣ ଶ୍ରମିକ ସଙ୍ଘ ପକ୍ଷରୁ ନୂତନ ଜିଲ୍ଲାପାଳଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ): ନିଖିଳ ଓଡିଶା ନିର୍ମାଣ ଶ୍ରମିକ ସଙ୍ଘ ପକ୍ଷରୁ କେନ୍ଦ୍ରାପଡାର ନୂତନ ଜିଲ୍ଲାପାଳ ଅମ୍ରୁତ ଋତୁରାଜଙ୍କୁ ପୁିଷ୍ପଗୁଛ ଓ ଉତ୍ତରୀୟ ପ୍ରଦାନ କରାଯାଇ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ସଙ୍ଘର ସାଧାରଣ ସମ୍ପାଦକ ଅଶୋକ କୁମାର ତ୍ରିପାଠୀଙ୍କ ନେତୃତ୍ୱରେ ପ୍ରଦୀପ୍ତ ସାମଲ, କାର୍ତ୍ତିକ ବେହେରା ପ୍ରମୁଖଙ୍କ ସମେତ ଅନେକ କର୍ମକର୍ତ୍ତା ଜିଲ୍ଲାପାଳଙ୍କୁ ପୁଷ୍ପଗୁଛ ଓ ଉତ୍ତରୀୟ ପ୍ରଦାନ କରି ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ