ନିମ୍ନତାପ ଚିକିତ୍ସା

ରାଗୀଠାରେ ରାଗାକ୍ରାନ୍ତ ସ୍ଥାନର ତାପମାତ୍ରାକୁ ଯଥେଷ୍ଟ କମେଇଦେଇ ଜଟିଳ ଅପରେସନ ସବୁ କରିପାରୁଛନ୍ତି ଓ ଅପରେସନ ସରିଗଲାପରେ ତାପମାତ୍ରାକୁ ପୁନର୍ବାର ଉଷୁମ ଅବସ୍ଥାକୁ ନେଇଆସୁଛନ୍ତି । ଅପରେସନ କରିପାରୁଛନ୍ତି ହୃତ୍ପିଣ୍ଡରେ ଏବଂ ମସ୍ତିଷ୍କରେ ମଧ୍ୟ । ବିଶେଷକରି ମସ୍ତିଷ୍କରେ ଅପରେସନ କଲାବେଳେ କ୍ଷେତ୍ର ବିଶେଷରେ ମସ୍ତିଷ୍କକୁ ରକ୍ତ ସରବରାହରେ ବାଧା ସୃଷ୍ଟି କରିବା ଦରକାର ପଡ଼େ । ଶରୀରରୁ ଅତ୍ୟଧିକ ରକ୍ତକ୍ଷୟ ନିବାରଣ କରିବା ଆବଶ୍ୟକ ହୁଏ ।   ଉଭୟଚର ପ୍ରାଣୀ ଏହି ଉଦ୍ଦେଶ୍ୟରେ । ତେବେ ନିମ୍ନତାପମାତ୍ରାକୁ ଏବେ ବିନିଯାଗ କରାଗଲାଣି ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ । କୌଣସି ସ୍ଥାନରେ ଆଘାତ ବାଜିଲେ କି ଗଣ୍ଠିରେ ମାଡ଼ ବାଜି ସ୍ପ୍ରେନ୍ ବା ଜଖମ ହେଲେ ଆକ୍ରାନ୍ତ ସ୍ଥଳରେ ବରଫ ଦେବା ପାଇଁ ଡାକ୍ତରମାନେ କହିଥାନ୍ତି । ଏହାକୁ କୁହାଯାଏ ଆଇସ୍ପ୍ୟାକ୍ ଥେରାପି । ଆଇସ୍ପ୍ୟାକ୍ ଥେରାପି ମଧ୍ୟ ଏକ ଧରଣର ନିମ୍ନତାପ ଚିକିତ୍ସା ପଦ୍ଧତି ବା କ୍ରାୟାଥେରାପି । ବରଫ ଲଦିଲେ ଆକ୍ରାନ୍ତ ସ୍ଥଳରୁ ତାପ ଅପସାରିତ ହାଇଯାଏ । ସଙ୍କୁଚିତ ହାଇପଡ଼େ ରକ୍ତନଳୀ । ତନ୍ତୁକାଷିକାଗୁଡ଼ିକରେ ହ୍ରାସ ପାଇଯାଏ ଚୟାପଚୟ ତଥା ଏନଜାଇମ୍ କ୍ରିୟାର ହାର । ଏହିସବୁ ପରିବର୍ତ୍ତନ ଅସୁସ୍ଥତା ଉପଶମରେ ବେଶ୍ ସହାୟକ ହାଇଥାଏ ।
ଏବେ ଡାକ୍ତରମାନେ ରାଗୀଠାରେ ରାଗାକ୍ରାନ୍ତ ସ୍ଥାନର ତାପମାତ୍ରାକୁ ଯଥେଷ୍ଟ କମେଇଦେଇ ଜଟିଳ ଅପରେଶନ ସବୁ କରିପାରୁଛନ୍ତି ଓ ଅପରେଶନ ସରିଗଲା ପରେ ତାପମାତ୍ରାକୁ ପୁନର୍ବାର ଉଷୁମ ଅବସ୍ଥାକୁ ନେଇଆସୁଛନ୍ତି । ଅପରେଶନ କରିପାରୁଛନ୍ତି ହୃତ୍ପିଣ୍ଡରେ ଏବଂ ମସ୍ତିଷ୍କରେ ମଧ୍ୟ । ବିଶେଷକରି ମସ୍ତିଷ୍କରେ ଅପରେଶନ କଲାବେଳେ କ୍ଷେତ୍ର ବିଶେଷରେ ମସ୍ତିଷ୍କକୁ ରକ୍ତ ସରବରାହରେ ବାଧା ସୃଷ୍ଟି କରିବା ଦରକାର ପଡ଼େ । ଶରୀରରୁ ଅତ୍ୟଧିକ ରକ୍ତକ୍ଷୟ ନିବାରଣ କରିବା ଆବଶ୍ୟକ ହୁଏ । କିନ୍ତୁ ତାପମାତ୍ରା କମେଇଦେଲେ ଜୀବକାଷଗୁଡ଼ିକର କ୍ରିୟା ମନ୍ଥର ହାଇପଡ଼ିବା ସଙ୍ଗେସଙ୍ଗେ ହ୍ରାସ ପାଇଯାଏ ମସ୍ତିଷ୍କର ଅମ୍ଳଜାନ ଆବଶ୍ୟକତା ।   ଜୀବକାଷଗୁଡ଼ିକ ହିମଶୀତଳ ତାପମାତ୍ରାରେ ସଂରକ୍ଷିତ ହାଇ ପରେ କ୍ରିୟାଶୀଳ ହାଇପାରୁଥିବାରୁ ବ୍ୟକ୍ତି ମରିଯିବା ପରେ ତା’ର ମୃତଦେହକୁ ଅତି ନିମ୍ନ ତାପମାତ୍ରାରେ ସାଇତି ରଖିବା ନିମନ୍ତେ ପଦକ୍ଷେପ ନିଆଗଲାଣି । ଯେଉଁ ରାଗରେ ଆକ୍ରାନ୍ତ ହାଇ ବ୍ୟକ୍ତିଟି ମୃତ୍ୟୁବରଣ କରିଥାଏ, ସେହି ରାଗର ଚିକିତ୍ସା ପଦ୍ଧତି ଭବିଷ୍ୟତରେ ଉଦ୍ଭାବିତ ହାଇଗଲେ ମୃତଦେହକୁ ସ୍ୱାଭାବିକ ତାପମାତ୍ରାକୁ ଫେରାଇ ଆଣି ତାକୁ ପୁନରୁଜୀବିତ କରାଯାଇପାରିବ

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ