ନିର୍ଭୟା ମାମଲାରେ ମତ ରଖିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ

ନୂଆଦିଲ୍ଲୀ- ନିର୍ଭୟା ମାମଲାରେ ମତ ରଖିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସେ କହିଛନ୍ତି ନିର୍ଭୟା ମାମଲାକୁ ନେଇ ଦିଲ୍ଲୀ ସରକାରଙ୍କ ଦ୍ୱାରା ଯାହାସବୁ କାମ ଅଛି ତାହା ମାତ୍ର କିଛି ଘଣ୍ଟା ମଧ୍ୟରେ ଶେଷ କରାଯିବ। ଏଥିରେ କୌଣସି ବିଳମ୍ବ କରାଯିବ ନାହିଁ। କାରଣ ଆମେ ଚାହୁଁଛୁ ଦୋଷୀଙ୍କୁ ଯେତେଶୀଘ୍ର ଫାଶୀ ଦିଆଯାଉ। ସୂଚନାଯୋଗ୍ୟ, ୨୦୧୨ ମସିହାର ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାରେ ଦୋଷୀ ମୁକେଶ କ୍ଷମା ଆବେଦନ କରିଥିବା ବେଳେ ଶୁକ୍ରବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏହାକୁ ଖାରଜ କରି ଦେଇଛନ୍ତି ।

 

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ