ନୂତନ ବିଡ଼ିଓଙ୍କ ଦାୟିତ୍ଵ ଗ୍ରହଣ

ନିମାପଡ଼ା,( ସନ୍ତୋଷ ଦାଶ) ପୁରୀ ଜିଲ୍ଲା ନିମାପଡ଼ା ବ୍ଲକ ରେ ନୂତନ ବିଡ଼ିଓ ଭାବେ ଡ଼.ଅଭିଜିତ ଷଡ଼ଙ୍ଗୀ କାର୍ଯ୍ୟରେ ଯୋଗଦାନ କରିଛନ୍ତି । ଡ଼. ଷଡ଼ଙ୍ଗୀ ପୂର୍ବରୁ ନୟାଗଡ଼ ରେ ଉପ ଜିଲ୍ଲାପାଳ ଭାବେ କାର୍ଯ୍ୟ କରୁଥିଲେ । ଏଠାରେ ଥିବା ବିଡ଼ିଓ ଭୁବନାନନ୍ଦ ପଟ୍ଟନାୟକ ଙ୍କ ଅନ୍ୟତ୍ର ବଦଳି ହୋଇଛି । ଡ଼. ଷଡ଼ଙ୍ଗୀ ଯୋଗଦେବା ପରେ ବ୍ଲକ କାର୍ଯ୍ୟଳୟ ର ସମସ୍ତ କର୍ମଚାରୀ ଏବଂ ସ୍ଥାନୀୟ ଜନ ପ୍ରତିନିଧି ଫୁଲତୋଡ଼ା ଦେଇ ତାଙ୍କୁ ସ୍ବାଗତ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ