ନ୍ୟୁଡ ସେଲଫି ବଦଳରେ ମିଳୁଛି ଋଣ
ବେଜିଂ ସାଧାରଣତଃ ଋଣ ପ୍ରଦାନ ସମୟରେ ବ୍ୟାଙ୍କ କର୍ତ୍ତୃପକ୍ଷ ଘର କିମ୍ବା ଜମି ପଟ୍ଟାକୁ ବନ୍ଦକ ରଖିଥାନ୍ତି । ହେଲେ ଚୀନର ଏକ ବ୍ୟାଙ୍କ ଗ୍ୟାରେଣ୍ଟି ବାବଦରେ ଝିଅଙ୍କ ଅଶ୍ଳିଳ ଫଟୋକୁ ଗ୍ରହଣ କରୁଛି । ସର୍ତ୍ତ ରହିଛି ଯଦି ସଠିକ ସମୟରେ ଋଣ ପରିଶୋଧ କରାନଯାଏ ତେବେ ଏହି ଫଟୋକୁ ସାର୍ବଜନୀନ କରାଯିବ । ଚୀନରେ ଜିଏଦାଇବାଓ ନାମକ ଏକ କମ୍ପାନୀ ଲୋକଙ୍କୁ ବ୍ୟବସାୟ ଏବଂ ଆବଶ୍ୟକୀୟ ସାମଗ୍ରି କ୍ରୟ ପାଇଁ ଅନ୍ଲାଇନରେ ଋଣ ପ୍ରଦାନ କରୁଛି । ତେବେ ଋଣ ପାଇଁ ଗ୍ୟାରେଣ୍ଟର ଭାବେ ଝିଅ ପିଲାଙ୍କୁ ଅନଲାଇନରେ ନ୍ୟୁଡ ଫଟୋ ଦେବାକୁ କୁହାଯାଉଛି । ନ୍ୟୁଡ ସେଲଫି ବଦଳରେ ମିଳୁଛି ଋଣ ବେଜିଂ ସାଧାରଣତଃ ଋଣ ପ୍ରଦାନ ସମୟରେ ବ୍ୟାଙ୍କ କର୍ତ୍ତୃପକ୍ଷ ଘର କିମ୍ବା ଜମି ପଟ୍ଟାକୁ ବନ୍ଦକ ରଖିଥାନ୍ତି । ହେଲେ ଚୀନର ଏକ ବ୍ୟାଙ୍କ ଗ୍ୟାରେଣ୍ଟି ବାବଦରେ ଝିଅଙ୍କ ଅଶ୍ଳିଳ ଫଟୋକୁ ଗ୍ରହଣ କରୁଛି । ସର୍ତ୍ତ ରହିଛି ଯଦି ସଠିକ ସମୟରେ ଋଣ ପରିଶୋଧ କରାନଯାଏ ତେବେ ଏହି ଫଟୋକୁ ସାର୍ବଜନୀନ କରାଯିବ । ଚୀନରେ ଜିଏଦାଇବାଓ ନାମକ ଏକ କମ୍ପାନୀ ଲୋକଙ୍କୁ ବ୍ୟବସାୟ ଏବଂ ଆବଶ୍ୟକୀୟ ସାମଗ୍ରି କ୍ରୟ ପାଇଁ ଅନଲାଇନରେ ଋଣ ପ୍ରଦାନ କରୁଛି । ତେବେ ଋଣ ପାଇଁ ଗ୍ୟାରେଣ୍ଟର ଭାବେ ଝିଅ ପିଲାଙ୍କୁ ଅନଲାଇନରେ ନ୍ୟୁଡ ଫଟୋ ଦେବାକୁ କୁହାଯାଉଛି । ଏଥିରେ ଝିଅମାନେ ନିଜ ପରିଚୟ ପତ୍ର ସହ ଫଟୋ ଦେଉଛନ୍ତି । କୁହାଯାଇଛି ଯେ ଯଦି ସଠିକ ସମୟରେ ଋଣ ଅର୍ଥ ପୈଠ ନହୁଏ ତେବେ ଏହି ଫଟୋ ପରିବାର ଏବଂ ପରିଚିତ ଲୋକମାନଙ୍କୁ ପଠାଇବା ସହ ସୋସିଆଲ ସାଇଟରେ ମଧ୍ୟ ସେୟାର କରାଯିବ । କମ୍ପାନୀଟି ୩୦% ସାପ୍ତାହିକ ସୁଧରେ ଏହି ଅର୍ଥ ଆବଶ୍ୟକୀୟ ଲୋକଙ୍କୁ ପ୍ରଦାନ କରୁଛି । ମିଳିଥିବା ସୂଚନା ଅନୁସାରେ ଏହି କମ୍ପାନୀଟି ଅଦ୍ୟାବଧି ୧୬୦ଜଣ ଝିଅଙ୍କ ଫଟୋକୁ ସୋସିଆଲ ସାଇଟରେ ଛାଡି ସାରିଲେଣି । ଘଟଣାକୁ ନେଇ ବିଶ୍ୱବ୍ୟାପୀ ତୀବ୍ର ପ୍ରତିକ୍ରିୟା ଆରମ୍ଭ ହୋଇଥିଲା ବେଳେ କମ୍ପାନୀକୁ ବନ୍ଦ କରିବା ପାଇଁ ଦାବି ତେଜିଲାଣି । ଏଥିରେ ଝିଅମାନେ ନିଜ ପରିଚୟ ପତ୍ର ସହ ଫଟୋ ଦେଉଛନ୍ତି । କୁହାଯାଇଛି ଯେ ଯଦି ସଠିକ୍ ସମୟରେ ଋଣ ଅର୍ଥ ପୈଠ ନହୁଏ ତେବେ ଏହି ଫଟୋ ପରିବାର ଏବଂ ପରିଚିତ ଲୋକମାନଙ୍କୁ ପଠାଇବା ସହ ସୋସିଆଲ ସାଇଟରେ ମଧ୍ୟ ସେୟାର କରାଯିବ । କମ୍ପାନୀଟି ୩୦% ସାପ୍ତାହିକ ସୁଧରେ ଏହି ଅର୍ଥ ଆବଶ୍ୟକୀୟ ଲୋକଙ୍କୁ ପ୍ରଦାନ କରୁଛି । ମିଳିଥିବା ସୂଚନା ଅନୁସାରେ ଏହି କମ୍ପାନୀଟି ଅଦ୍ୟାବଧି ୧୬୦ଜଣ ଝିଅଙ୍କ ଫଟୋକୁ ସୋସିଆଲ ସାଇଟରେ ଛାଡି ସାରିଲେଣି । ଘଟଣାକୁ ନେଇ ବିଶ୍ୱବ୍ୟାପୀ ତୀବ୍ର ପ୍ରତିକ୍ରିୟା ଆରମ୍ଭ ହୋଇଥିଲାବେଳେ କମ୍ପାନୀକୁ ବନ୍ଦ କରିବା ପାଇଁ ଦାବି ତେଜିଲାଣି ।


