ପଂଚାୟତ ସମିତିର ୧୪ ତମ ଵୈଠକ

ଭଣ୍ଡାରିପୋଖରୀ,(ଦୁର୍ଯ୍ୟୋଧନ ଲେଙ୍କା): ଭଣ୍ଡାରିପୋଖରୀ ବ୍ଲକ ସଭାଗୃହ ମଧ୍ୟରେ ୧୪ତମ ପଂଚାୟତ ସମିତି ଵୈଠକ ଅଧକ୍ଷା ମଂଜୁଶ୍ରୀ ଵେହେରାଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଵିଧାୟକ ଙ୍କ ପ୍ରତିନିଧି ପ୍ରୟାସକାନ୍ତି ସାମଲ, ବିଡିଓ ଵିଜୟ କୁମାର ସାହୁ, ଵ୍ଲକ ଉପାଧ୍ୟକ୍ଷ ସତ୍ୟବ୍ରତ ଦାସ, ପ୍ରାକ୍ତନ ପଂଚାୟତ ସମିତି ଅଧ୍ୟକ୍ଷ ପ୍ରଣନ୍ତିକାନ୍ତି ସାମଲ, ସହକାରୀ ଯନ୍ତ୍ରୀ ସିଦ୍ଧାନ୍ତ ଶଙ୍କର ଦାସ ପ୍ରମୁଖ ଉପସ୍ଥିତ ରହି ଵିଭିନ୍ନ ପ୍ରଶ୍ନର ଉତ୍ତର ରଖିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ୨୩ଗୋଟି ପଂଚାୟତର ସରପଞ୍ଚ, ସମିତି ସଭ୍ୟ ଓ ଜିଲ୍ଲା ପରିଷଦ ସଭ୍ୟ ଉପସ୍ଥିତ ଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ