ପରମହଂସ ପ୍ରଜ୍ଞାନାନନ୍ଦଜୀଙ୍କ ଜନ୍ମ ଦିବସରେ ଶୁଭେଚ୍ଛା ଜଣାଇଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର, (ୱାଇଏନ୍‌ଏସ୍‌): କେନ୍ଦ୍ରମନ୍ତ୍ରୀ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପରମହଂସ ପ୍ରଜ୍ଞାନାନନ୍ଦଜୀଙ୍କ ଜନ୍ମ ଦିବସରେ ଶୁଭେଚ୍ଛା ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ଆନ୍ତରାଷ୍ଟ୍ରୀୟ କ୍ରିୟାଯୋଗ ସଂସ୍ଥାର ଆଧ୍ୟାତ୍ମିକ ମୁଖ୍ୟ ବିଶ୍ୱଗୁରୁ ବାବା ପରମହଂସ ପ୍ରଜ୍ଞାନାନନ୍ଦଜୀଙ୍କ ଜନ୍ମ ଦିବସ ଅବସରରେ ଶୁଭକାମନା । ମହାପ୍ରଭୁଙ୍କ ନିକଟରେ ଏହି ସିଦ୍ଧ ଆଧ୍ୟାତ୍ମିକ ଗୁରୁଙ୍କ ଦୀର୍ଘ ଓ ନିରାମୟ ଜୀବନ କାମନା କରୁଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ