ପାରମିତା ଶତପଥୀ ପାଇବେ ଶାରଳା ପୁରସ୍କାର

ଭୁବନେଶ୍ୱର, (ୱାଇଏନ୍‌ଏସ୍‌): କଥାକାର ପାରମିତା ଶତପଥୀ ଇମ୍ପାକ୍ଟ ପକ୍ଷରୁ ୪୨ତମ ଶାରଳା ପୁରସ୍କାର ପାଇବେ । ପଶ୍ଚିମା ପବ୍ଲିକେଶନ୍ ଦ୍ୱାରା ପ୍ରକାଶିତ ଉପନ୍ୟାସ ‘ଅଭିପ୍ରେତ କାଳ’ ପାଇଁ ସେ ଶାରଳା ପୁରସ୍କାର ପାଇବେ । ପୁରସ୍କାର ସ୍ୱରୂପ ୫ ଲକ୍ଷ ଟଙ୍କା ସହ ମାନପତ୍ର ପ୍ରଦାନ କରାଯିବ । କୋଭିଡ୍ ପାଇଁ ଚଳିତ ବର୍ଷ ବ୍ୟକ୍ତିଗତ ଭାବେ ପୁରସ୍କାର ପ୍ରଦାନ କରାଯିବ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ