ପାରଳାଖେମୁଣ୍ଡି ସହରକୁ ତିନି ଦିନିଆ ସଟଡାଉନ ଘୋଷଣା

ଗଜପତି, (ତାରିଣୀ ପ୍ରସାଦ ପଣ୍ଡା): ପାରଳାଖେମୁଣ୍ଡି ସହରକୁ ତିନି ଦିନିଆ ସଟଡାଉନ ଘୋଷଣା କଲେ ଜିଲ୍ଲାପାଳ, ଶୁକ୍ରବାର, ଶନିବାର ଓ ରବିବାର ତିନି ଦିନ ପାଇଁ ସଟଡାଉନ ଘୋଷଣା କରିଛି ପ୍ରଶାସନ, ଏହି ସମୟରେ ସ୍ୱାସ୍ଥ୍ୟ ବିଭାଗର 60ଟି ଟିମ ଘର ଘର ବୁଲି ସ୍ୱାସ୍ଥ୍ୟ ଯାଞ୍ଚ କରିବ। ଜିଲ୍ଲାକୁ ଯୋଗା ଯୋଗ କରୁଥିବା ସମସ୍ତ ରାୟଗଡ, ଗଞ୍ଜାମ ଓ ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ଜିଲ୍ଲାର ରାସ୍ତାକୁ ସମ୍ପୂର୍ଣ୍ଣ ଭାବରେ ସିଲ କରିଦିଆଜିବ ବୋଲି ସୁଚନା ଦେଇଛନ୍ତି ଜିଲ୍ଲାପାଳ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ