ପାରଳାର ବିକାଶ ମୋର ଲକ୍ଷ:ନାରାୟଣ ରାଓ

ପାରଳାଖେମୁଣ୍ଡି, -(ତାରିଣୀ ପ୍ରଶାଦ ପଣ୍ଡା)ପାରଳାଖେମୁଣ୍ଡି ବିଧାନସଭା ନିର୍ବାଚନମଣ୍ଡଳୀରୁ ବିଜେପି ପ୍ରାର୍ଥୀ କେ.ନାରାୟଣ ରାଓ ବିଜୟୀ ହୋଇଛନ୍ତି । ନିକଟତମ ପ୍ରତିଦ୍ୱନ୍ଦୀ ତିରୁପତି ପାଣିଗ୍ରାହୀଙ୍କୁ ୧୫ ହଜାରରୁ ଅଧିକ ଭୋଟ ବ୍ୟବଧାନରେ ପରାସ୍ତ କରି ନାରାୟଣ ବିଜୟ ମୁକୁଟ ପିନ୍ଧିଛନ୍ତି । ପ୍ରତିକ୍ରିୟାରେ ସେ କହିଛନ୍ତି,ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀର ଜନସାଧାରଣ ତାଙ୍କ ଉପରେ ପୂର୍ଣ୍ଣ ଆସ୍ଥା ପ୍ରକଟ କରିଥିବାରୁ ସେ ପାରଳା ନିର୍ବାଚନ ମଣ୍ଡଳୀର ଭୋଟର ମାନଙ୍କୁ କୃତଜ୍ଞତା ଜ୍ଞାପନ କରିବାସହ ପାରଳାର ବିକାଶ ମୋର ମୂଳ ଲକ୍ଷ ହେବ ବୋଲି କହିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ