ପାରଳା ଶ୍ରୀଜଗନ୍ନାଥ ମନ୍ଦିର ନିର୍ମାଣ ପାଇଁ ଭକ୍ତଙ୍କ ସହାୟତା

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହରରେ ନିର୍ମାଣଧୀନ ଥିବା ଜଗନ୍ନାଥ ମନ୍ଦିର ନିର୍ମାଣ କାର୍ଯ୍ୟରେ ନିଜେ ନିଜକୁ ସାମିଲ କରିବା ପାଇଁ ଭକ୍ତଙ୍କ ସହାୟତାର ହାତ ବଢ଼ି ଚାଲିଛି. ଏନେଇ ଭୁବନେଶ୍ୱରର ଭାଗିରଥି ଦାସଙ୍କ ପତ୍ନୀ ରଶ୍ମି ମିଶ୍ର ମନ୍ଦିର ନିର୍ମାଣ ସକାଶେ ୧୫ ହଜାର ଟଙ୍କା ପ୍ରଦାନ କରିଛନ୍ତି. ମନ୍ଦିର କମିଟି ତରଫରୁ ମନ୍ଦିର ନିର୍ମାଣରେ ସହାଭାଗିତା ହୋଇଥିବା ଏହି ଭକ୍ତଙ୍କୁ ସାଧୁବାଦ ଜ୍ଞାପନ କରାଯାଇଛି.

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ