ପାରାଦୀପ ପୋର୍ଟ ଟ୍ରଷ୍ଟ ହାଇସ୍କୁଲ ୧୯୯୨ ବ୍ୟାଚ୍‌ର ବନ୍ଧୁ ମିଳନ

ପାରାଦୀପ, (ପୀତବାସ ପ୍ରଧାନ):ପାରାଦୀପ ପୋର୍ଟ ଟ୍ରଷ୍ଟ ହାଇସ୍କୁଲ ୧୯୯୨ ବ୍ୟାଚ୍‌ର ଛାତ୍ରଛାତ୍ରୀମାନଙ୍କର ବନ୍ଧୁ ମିଳନ ନୂଆବଜାରସ୍ଥିତ ପୋର୍ଟ କ୍ଲବ ପରିସରରେ ଆୟୋଜିତ ହୋଇଥିଲା । ଏହି ବ୍ୟାଚ୍‌ର ୧୫୦ରୁ ଉର୍ଦ୍ଧ ଛାତ୍ରଛାତ୍ରୀମାନେ ଏହି ବନ୍ଧୁ ମିଳନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ପ୍ରଶାନ୍ତ କୁମାର ଲେଙ୍କା, ଦୀପକ କୁମାର ଖୁଟିଂଆ, ମନୋଜ ଖଟୁଆ, ସଂଗ୍ରାମ ସ୍ୱାଇଁ, ମନୋଜ କୁମାର ସ୍ୱାଇଁ, ହିମାଂଶୁ ସାହୁ ପ୍ରମୁଖ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ