ପାର୍ଥୀ ପତ୍ର ଦାଖଲ କଲେ କଂଗ୍ରେସର ବରିଷ୍ଠ ନେତା ସୁର

ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନଙ୍କ ଶଶୁର ତଥା କଂଗ୍ରେସର ବରିଷ୍ଠ ନେତା ସୁର ରାଉତରାୟ ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ସେ ଜଟଣୀ ବିଧାନସଭା ଆସନ ପାଇଁ ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ