ପୋଲସରା ବ୍ଲକର ବିଭିନ୍ନ ସ୍ଥାନରେ ସ୍ୱାଧୀନତା ଦିବସ ପାଳିତ
ପୋଲସରା , (ଯୁଗାବ୍ଦ ନ୍ୟୁଜ): ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକର ବିଭିନ୍ନ ଅଞ୍ଚଳରେ ପାଳିତ ହୋଇଯାଇଛି ୭୩ତମ ସ୍ୱାଧିନତା ଦିବସ । ପୋଲସରା ବ୍ଲକ ଅନ୍ତର୍ଗତ ହାତୀଓଟ ପଞ୍ଚାୟତ , ଆଦର୍ଶ ବିଦ୍ୟାଳୟ, ଗୋପବନ୍ଧୁ ହାଇସ୍କୁଲ ଏବଂ ମହିଳା ମହା ବିଦ୍ୟାଳୟ ଓ ପୋଲସରା ବିଜ୍ଞାନ ମହା ବିଦ୍ୟାଳୟ ଠାରେ ମାନ୍ୟବର ପୋଲସରା ବିଧାୟକ ତଥା ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟପୋଲସରା ବ୍ଲକର ବିଭିନ୍ନ ସ୍ଥାନରେ ସ୍ୱାଧୀନତା ଦିବସ ପାଳିତର ଶିକ୍ଷକ, ଶିକ୍ଷୟତ୍ରୀ,ବହୁ ମାନ୍ୟଗଣ ବ୍ୟକ୍ତି ଛାତ୍ର ଛାତ୍ରୀ ମାନେ ଉପସ୍ଥିତ ଥିଲେ।