ପୋଲିସ ମୁଖ୍ୟାଳୟରେ ତିରୋଧାନ ଦିବସ ପାଳିତ

ଛତ୍ରପୁର, (ଦେବଦତ୍ତ ମହାରଣା) :-ଗଞ୍ଜାମ ପୁଲିସ ମୁଖ୍ୟାଳୟ ଠାରେ ତିରୋଧାନ ଦିବସ ପାଳିତ ହୋଇଯାଇଛି । ଆଜି ହେଉଛି ଜାତିରପିତା ମହାତ୍ମାଗାନ୍ଧୀଙ୍କ ତିରୋଧାନ ଦିବସ । ଏହି ଅବସରରେ ଗଞ୍ଜାମ ପୁଲିସ୍ ପକ୍ଷରୁ ଦୁଇମିନିଟ ନୀରବ ପ୍ରାର୍ଥନା କରାଯିବା ସହ ଗାନ୍ଧୀଙ୍କୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଏସପି ଠାକୁର ପ୍ରସାଦ ପାତ୍ର, ବିଜୟ ମଲ୍ଲିକ ଓ ପ୍ରଦୀପ କୁମାର ଦଳାଇ, ଡିଆଇବି ଡିଏସପି ଅଜୟ କୁମାର ମିଶ୍ର, ଡିଏସପି ସାମୁଏଲ ପ୍ରଧାନ, ଆସିଷ୍ଟାଣ୍ଟ କମାଣ୍ଡେଣ୍ଟ ମାନସ ରଞ୍ଜନ ମହାନ୍ତିଙ୍କ ସମେତ କାର୍ଯ୍ୟାଳୟର ସମସ୍ତ ପୁଲିସ କର୍ମଚାରୀ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ