ପ୍ରତିଭା ବିକାଶରେ ସହାୟକ ଯୁବ ଓଡ଼ିଶା ନବୀନ ଓଡ଼ିଶା
ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ସେବକପୁର ପର୍ଶୁରାମ ଗୁରୁକୁଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଭାରପ୍ରାପ୍ତ ଅଧ୍ୟକ୍ଷ ଶଶିକାନ୍ତ ମହାପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଛି। ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନ ଯୋଗ ଦେଇଥିଲେ। ସମ୍ମାନିତ ଅତିଥ୍ ଭାବେ ବ୍ଳକ ଅଧ୍ଯକ୍ଷା ପୂର୍ଣ୍ଣବାସୀ ନାୟକ, ଜିଲ୍ଲାପରିଷଦ ସଭ୍ୟା ଗୌତମୀ ଜାନି, ନୋଡାଲ ଅଫିସର ସ୍ମିତା ଗୌଡ, ସିସିଡ଼ିର ଜିଲ୍ଲା ସଂଯୋଜକ ବିଜୟ ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ ।


