ପ୍ରଧାନମନ୍ତ୍ରୀ ଙ୍କୁ ସାକ୍ଷାତ କଲେ ଉଦ୍ଧବ

ପୁନେ- ମହାରାଷ୍ଟ୍ରର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଶିବସେନା ମୁଖ୍ୟ ଉଦ୍ଧବ ଠାକରେ ଶୁକ୍ରବାର ରାତିରେ ନରେନ୍ଦ୍ର ମୋଦି ଙ୍କୁ ପୁନେରେ ସୌଜନ୍ୟମୂଳକ ଭାବେ ସାକ୍ଷାତ କରିଛନ୍ତି । ଏହି ସାକ୍ଷାତ ସମୟରେ ଗୃହମନ୍ତ୍ରୀ ଅମିତ ଶାହ ଉପସ୍ଥିତ ଥିଲେ । ସୂଚନାଥାଉକି, ପ୍ରଧାନମନ୍ତ୍ରୀ ପୁନେରେ ଆୟୋଜିତ ଡିଜିପି ସମ୍ମିଳନୀରେ ଯୋଗଦେବା ପାଇଁ ଆସିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ