ପ୍ରମୋଦଙ୍କୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

ଭୁବନେଶ୍ୱର : ଅର୍ଜୁନ ପୁରସ୍କାର ପାଇଁ ମନୋନୀତ ହୋଇଥିବା ଓଡିଶାର ପାରା ବ୍ୟାଡ୍ମିଂଟନ ଖେଳାଳି ପ୍ରମୋଦ ଭଗତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପ୍ରଧାନ ପ୍ରମୋଦ ଭଗତଙ୍କୁ ଶୁଭେଚ୍ଛା ଜଣାଇବା ସହ ଆଗାମୀ ଦିନରେ ତାଙ୍କର ସଫଳତା କାମନା କରିଛନ୍ତି ବୋଲି ସାମାଜିକ ଗଣମାଧ୍ୟମରେ ପ୍ରକାଶ କରିଛନ୍ତି

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ