ପ୍ରାକ୍ତନ ଅଧ୍ୟକ୍ଷଙ୍କ ବିୟୋଗରେ ଶୋକସଭା

ନାଉଗାଁ, (ଯୁଗାବ୍ଦ ନ୍ୟୁଜ) : ନାଉଗାଁ ବ୍ଲକସ୍ଥିତ ଶ୍ରୀଜଗନ୍ନାଥ ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ଲକ୍ଷ୍ମୀନାରାୟଣ ମହାନ୍ତିଙ୍କ ବିୟୋଗରେ ମହାବିଦ୍ୟାଳୟ ପରିସରରେ ବୁଧବାର ଶୋକସଭା ଅନୁଷ୍ଟିତ ହୋଇଯାଇଛି । ପ୍ରାଧ୍ୟପକ ବିଭୁତି ଭୂଷଣ ସ୍ୱାଇଁଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ମହାବିଦ୍ୟାଳୟର ସମସ୍ତ କର୍ମଚାରୀ ଉପସ୍ଥିତ ରହି ୨ ମିନିଟ ନିରବ ପ୍ରାର୍ଥନା କରିଥିଲେ । ପ୍ରକାଶ ଥାଉକି ସ୍ୱର୍ଗତ ମହାନ୍ତି ୨୦୧୦ ମସିହା ଠାରୁ ୨୦୧୫ ପର୍ଯ୍ୟନ୍ତ ମହାବିଦ୍ୟାଳୟର ଅଧ୍ୟକ୍ଷ ଭାବେ ଦାୟିତ୍ୱ ରହି ନିଜର ଦାୟିତ୍ୱକୁ ସୂଚାରରୂପେ ତୁଲାଇ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ