ବଜ୍ରପାତରେ ଭାଙ୍ଗିଲା ଯୋରନ୍ଦା ମହିମାଗାଦିର ଦଧିନଉତି

ଢେଙ୍କାନାଳ, (ତାପସ ଦାଶ):ତାପସଦାସ
ଢେଙ୍କାନାଳ: ବଜ୍ରପାତରେ ଯୋରନ୍ଦା ମହିମାଗାଦିର ଦଧିନଉତି ଭାଙ୍ଗିଯାଇଛି । ଢେଙ୍କାନାଳ ଜିଲ୍ଲା ବିଶ୍ୱ ପ୍ରସିଦ୍ଧ ମହିମା ଧର୍ମରପୀଠ ମହିମାଗାଦି ଯୋରନ୍ଦାରେ ବଜ୍ରପାତ ପଡି ଗାଦି ମନ୍ଦିର ପୂର୍ବ ମୁଖଶାଳା ଦଧିନଉତି ସମ୍ପୂର୍ଣ୍ଣ ଭାଙ୍ଗିଛି । ଘଟଣା ସମ୍ପର୍କରେ ଜାଣିବା ପରେ ଅଞ୍ଚଳବାସୀଙ୍କ ମଧ୍ୟରେ ଆଲୋଚନା ଜୋର ଧରିଛିକି କିଛି ଭୟଙ୍କର ବିପଦ ମାଡି ଆସିବ କି? ଦଧିନଉତି ଭାଙ୍ଗିବା ଅଶୁଭ ବୋଲି ସାଧାରଣରେ ଚର୍ଚ୍ଚା କରାଯାଉଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ