ବଞ୍ଛାନିଧି ଦାସ, ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଅଗ୍ନିବିପନ୍ନଙ୍କୁ ସହାୟତା

କେନ୍ଦ୍ରାପଡ଼ା (ଚିତ୍ତରଞ୍ଜନ ଦାସ) : ବଡହାଟସ୍ଥିତ ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କୋରୋ ପଂଚାୟତର ଉପେଇପୁର ଗ୍ରାମର ଅଗ୍ନିବିପନ୍ନ ରାଜକିଶୋର ନାୟକଙ୍କ ପରିବାରକୁ ସହାୟତା ପ୍ରଦାନ କରାଯାଇଛି । ଟ୍ରଷ୍ଟର ସଂଯୋଜକ ପ୍ରଦୀପ କୁମାର ମହାନ୍ତି ଓ ସଦସ୍ୟ ଚିତ୍ତରଞ୍ଜନ ଦାସ ବିପନ୍ନ ପରିବାରକୁ ଭେଟି ଶୁଖିଲା ଖାଦ୍ୟ ପୁଡିଆ, ମାସ୍କ, ସାନିଟାଇଜର, ସାବୁନ, ଶାଢି, ଧୋତି, ଗାମୁଛା, ସାର୍ଟପ୍ୟାଂଟ ଓ କିରୋସିନଷ୍ଟୋଭ ପ୍ରଭୃତି ପ୍ରଦାନ କରିଛନ୍ତି ।

 

 

 

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ