ବଢୁଛି ହୀରାକୁଦ ଜଳଭଣ୍ଡାର ଜଳସ୍ତର

ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ବଢୁଛି ହୀରାକୁଦ ଜଳଭଣ୍ଡାର ଜଳସ୍ତର ଏହାକୁ ଦୃଷ୍ଟି ଆଗରେ ରଖି ୨୦ ଟି ଗେଟ୍ ଦେଇ ଜଳନିଷ୍କାସନ କରାଯାଉଛି । ମିଳିଥିବା ସୂଚନା ଅନୁସାରେ ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ୬୩୦ଫୁଟ ରହିଛି । ଏଥିସହିତ ଜଳଭଣ୍ଡାର ମଧ୍ୟକୁ ପ୍ରତିସେକେଣ୍ଡରେ ୩ ଲକ୍ଷ ୪୫ ହଜାର ୩୮୬ କ୍ୟୁଶେକ ବନ୍ୟା ଜଳ ପ୍ରବେଶ କରୁଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ