ବନମହୋତ୍ସବ ଉପଲକ୍ଷେ ବୃକ୍ଷରୋପଣ ଅନୁଷ୍ଠିତ

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) : ବିଜୁ ଯୁବଜନତାଦଳ ପକ୍ଷରୁ ବନମହୋତ୍ସବ ଅବସରରେ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଆୟବା ପଂଚାୟତରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଯୁବଜନତାଦଳର କାର୍ଯ୍ୟକାରୀ ସଭାପତି ସରୋଜକାନ୍ତ ସାହୁଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଆୟବା ପଂଚାୟତର ସମିତି ସଭ୍ୟ ମନୋଜ ଦାସ,ପ୍ରକାଶ ସାମଲ,ବବୃବାହନ ସାମଲ, ଧିରେନ୍ଦ୍ର ଦାସ, ବୀକ୍ରମ ବାରିକ, ଦୟାନିଧି ମର୍ଦ୍ଦରାଜ ପ୍ରମୁଖ ଚାରାରୋପଣ କରିବା ସହ ପରିବେଶ ସୁରକ୍ଷା ପାଇଁ ଚାରା ରୋପଣର ଆବଶ୍ୟକତା ସମ୍ପର୍କରେ ସ୍ଥାନୀୟ ଲୋକମାନଙ୍କୁ ବୁଝାଇ ସଚେତନ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ