ବନ୍ଧୁ ମିଳନ ଅବସରରେ ଭିନ୍ନକ୍ଷମଙ୍କୁ ୩ ଚକିଆ ସାଇକେଲ ପ୍ରଦାନ
ଯାଜପୁର: ଯାଜପୁର ବରୀ ବ୍ଲକ ଭଳି ନୂଆଗାଁ ସ୍ଥିତ ନବ ଭାରତୀ ବିଦ୍ୟା ଭବନ ର ୧୯୮୯ ମସିହା ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ବନ୍ଧୁ ମିଳନ କ।ର୍ଯ୍ୟକ୍ରମରେ ବହୁ ପୁରାତନ ଛାତ୍ରୀ,ଶିକ୍ଷକ ଶିକ୍ଷୟତ୍ରୀ ଯୋଗ ଦେଇ ପୁରୁଣା ଦିନକୁ ମନେ ପକାଇଥିଲେ । ଆଗାମୀ ଦିନରେ ବିଦ୍ୟାଳୟର ଉନ୍ନତି ପାଇଁ ବିଭିନ୍ନ ପଦକ୍ଷେପ ନେବାକୁ ଆଲୋଚନା କରିଥିଲେ । ଏହି ଅବସରରେ ପୁରାତନ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ସମ୍ବର୍ଦ୍ଧିତ କରିବା ସହିତ ଭିନ୍ନକ୍ଷମଙ୍କୁ ୩ ଚକିଆ ସାଇକେଲ ପ୍ରଦାନ କରିିଥିଲେ ।


