ବରିÂ ସାମ୍ବାଦିକ ଦିଲ୍ଲୀପ ଶତପଥୀଙ୍କ ପରଲୋକରେ କେନ୍ଦ୍ରମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର, ସେପ୍ଟେମ୍ବର ୦୯ – ଦିଲ୍ଲୀପ ଭାଇ ଓଡିଶା ଗଣମାଧ୍ୟମ ଜଗତରେ ଆର୍ଥିକ କ୍ଷେତ୍ରରେସାମ୍ବାଦିକତା ଓ ରାଜନୈତିକ ବିଶ୍ଳେଷଣ କ୍ଷେତ୍ରରେ ନିଜ ପାଇଁ ଏକ ସ୍ୱତନ୍ତ୍ର ସ୍ଥାନ ତିଆରି କରିଥିଲେ ବୋଲିବରିÂ ସାମ୍ବାଦିକ ଦିଲ୍ଲୀପ ଶତପଥୀଙ୍କ ବିୟୋଗରେ ସାମାଜିକ ଗଣମାଧ୍ୟମରେ ଶୋକପ୍ରକାଶ କରି କହିଛନ୍ତିକେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।ଶ୍ରୀ ପ୍ରଧାନ ଟ୍ୱିଟରରେ ଉଲ୍ଲେଖ କରିଛନ୍ତି ଯେ ବରିÂ ସାମ୍ବାଦିକ ଦିଲ୍ଲୀପ ଶତପଥୀଙ୍କ ଅକାଳ ବିୟୋଗରେ ମୁଁମର୍ମାହତ । ତାଙ୍କ ବିୟୋଗରେ ଓଡିଶା ତଥା ଗଣମାଧ୍ୟମ ଜଗତକୁ କ୍ଷତି ହୋଇଛି । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସାନ୍ତ୍ୱନା ଜଣାଇବା ସହ ଶ୍ରୀ ପ୍ରଧାନ ଅମର ଆତ୍ମାର ସଦଗତି କାମନା କରିଛନ୍ତି ।