ବାଜପେୟୀଙ୍କ ଜନ୍ମ ଜୟନ୍ତୀ ପାଳନ

ଭଞ୍ଜନଗର, (ସନ୍ତୋଷ କୁମାର ଜେନା):ମହାନ ରାଷ୍ଟ୍ର ନାୟକ ଭାରତରତ୍ନ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ଜୟନ୍ତୀ ଭଞ୍ଜନଗର ଭାରତୀୟ ଜନତା ପାର୍ଟି ତରଫରୁ କୁଲାଡ଼ ଠାରେ ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ ବିଜେପି ନେତା ସନ୍ତୋଷ କୁମାର ପାଳ ସ୍ୱର୍ଗତ ବାଜପେୟୀଙ୍କ ଜୀବନୀ ଓ କାଯ୍ୟକଳାପ ଉପରେ ଆଲୋକପାତ କରିଥିଲେ। ଏହି ଅବସରରେ ବରିଷ୍ଠ ନେତା ବିନାୟକ ତ୍ରିପାଠୀ, ପୂର୍ବତନ ବିଧାୟକ ପାର୍ଥି ପ୍ରଦ୍ୟୁମ୍ନ କୁମାର ନାୟକ, ରାଜ୍ୟ କାଯ୍ୟକାରିଣୀ ସଦସ୍ୟ ସନ୍ତୋଷ ତିଆଡି,ଯୁବ ନେତା ଅଯୋଧ୍ୟା ମହାପାତ୍ର,ମଣ୍ଡଳ ସଭାପତି ବ୍ରହ୍ମାନନ୍ଦ ଦାସ ସମେତ କର୍ମକର୍ତ୍ତା ଉପସ୍ଥିତ ଥିଲେ

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ