ବାଞ୍ଛାନିଧର ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟଷ୍ଟ ପକ୍ଷରୁ କମ୍ବଳ ବଣ୍ଟନ

କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ପଞ୍ଚାୟତର ମରଡପୁର ପଥରଗଡା ଆଦିବାସୀ ବସ୍ତିରେ କମ୍ବଳ ବଣ୍ଟନ କରାଯାଇଛି । ପ୍ରବଳ ଶୀତ ଅନୁଭୁତ ହେଉଥିବାର ହୃଦୟଙ୍ଗମ କରି ଟ୍ରଷ୍ଟର ମୁଖ୍ୟ ପୃଷ୍ଟପୋଷକ ଆମେରିକାସ୍ଥିତ ଆଲାସ୍କା ବିଶ୍ୱବିଦ୍ୟାଳୟର ପ୍ରଫେସର ଡଃ. ଦେବେନ୍ଦ୍ର କୁମାର ଦାସଙ୍କ ପରାମର୍ଶ କ୍ରମେ ଟ୍ରଷ୍ଟର ସଂଯୋଜକ ପ୍ରଦୀପ କୁମାର ମହାନ୍ତି ଓ ସଦସ୍ୟ ଚିତ୍ତରଞ୍ଜନ ଦାସ ସେହି ଆଦିବାସୀ ବସ୍ତିରେ ପହଞ୍ଚି ବସ୍ତିର ଅଧିବାସୀମାନଙ୍କୁ କମ୍ବଳ ବଣ୍ଟନ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ