ବାଞ୍ଛାନିଧି ଦାସ ଓ ଶ୍ରୀମତୀଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ କୁଷ୍ଠକଲୋନୀରେ ଶୀତବସ୍ତ୍ର ବଂଟନ

କେନ୍ଦ୍ରାପଡା,(ଚିତ୍ତରଞ୍ଜନ ଦାସ): ବଡହାଟସ୍ଥିତ ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଦୁହୁରିଆସ୍ଥିତ କୁଷ୍ଠ କଲୋନୀରେ ଅନ୍ତେବାସୀମାନଙ୍କୁ ଶୀତବସ୍ତ କମ୍ବଳ ବଂଟନ କରାଯାଇଛି । ଟ୍ରଷ୍ଟର ସଂଯୋଜକ ପ୍ରଦୀପ କୁମାର ମହାନ୍ତି ଓ ସଦସ୍ୟ ଚିତ୍ତରଞ୍ଜନ ଦାସ କଲୋନୀବାସୀଙ୍କୁ କମ୍ବଳ ବଂଟନ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ