ବାତ୍ୟା ପରେ ପଟ୍ଟାମୁଣ୍ଡାଇରେ ଘରଭଙ୍ଗା ତଦନ୍ତ ଆରମ୍ଭ

କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ଜିଲ୍ଲାର ପଟ୍ଟାମୁଣ୍ଡାଇ ପୈାରାଞ୍ଚଳରେ ବାତ୍ୟା ‘ଦାନା’ଜନିତ ଘର ଭଙ୍ଗା ତଦନ୍ତ ତହସିଲ କର୍ମଚାରୀଙ୍କ ଦ୍ୱାରା ଆରମ୍ଭ ହୋଇଯାଇଛି । ରାଜ୍ୟ ସରକାରଙ୍କ ନିର୍ଦେଶ ପରେ ପଟ୍ଟାମୁଣ୍ଡାଇ ତହସିଲ ପକ୍ଷରୁ ଏଭଳି ତଦନ୍ତ ଶନିବାର ଆରମ୍ଭ ହୋଇଥିବା ଦେଖିବାକୁ ମିଳିଛି । ପଟ୍ଟାମୁଣ୍ଡାଇ ତହସିଲର କର୍ମଚାରୀମାନେ ପୈାରାଞ୍ଚଳର ଘରକୁ ଘର ବୁଲି ବାତ୍ୟାରେ ଘର ଭାଙ୍ଗିଛି କି ନାହିଁ ସେ ସମ୍ପର୍କରେ ତଦନ୍ତ ଆରମ୍ଭ କରିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ