ବାଲିଗୁଡା ବ୍ଲକରେ ମିଳିତ ଅଭିଯୋଗ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡାରେ ବ୍ଲକ ସ୍ତରୀୟ ଜିଲ୍ଲାପାଳଓ ଏସପି ଙ୍କ ମିଳିତ ଅଭିଯୋଗ ଜନ ଶୁଣାଣି କାର୍ଯ୍ୟକ୍ରମ ଉପଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଆଶିଷ ଇଶ୍ୱର ପାଟିଲ, ଏସପି ଶୁଭେନ୍ଦୁ ପାତ୍ର,ଙ୍କ ସମେତ ବ୍ଲକ ସ୍ତରୀୟ ସମସ୍ତ ବିଭାଗର ପଦାଧିକାରୀ ମାନେ ଉପସ୍ଥିତ ରହି ମୋଟ ୨୧ ଗୋଟି ଅଭିଯୋଗ ଶୁଣାଣି କରିଥିଲେ।