ବାଲେଶ୍ୱର ସବରେଜିଷ୍ଟ୍ର କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ସବ ରେଜଷ୍ଟ୍ରି ଅଫିସରେ ସୋମବାର ନିଆଁ ଲାଗିଛି । ଖବର ପାଇ ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ପାଇଁ ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ରହିଛି ।ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।ସଟସର୍କିଟ କାରଣରୁ ଅଗ୍ନିକାଣ୍ଡ ଘଟିଥାଇପାରେ ବୋଲି ଅନୁମାନ କରାଯାଉଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ