ବାସୁଦେବନଗର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ସ୍ୱାଧିନତା ଦିବସ ପାଳିତ
ବ୍ରହ୍ମପୁର , (ଯୁଗାବ୍ଦ ନ୍ୟୁଜ) : ଗଞ୍ଜାମ ଜିଲ୍ଲାର ଗୋପାଳପୁରସ୍ଥିତ ବାସୁଦେବପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ୭୩ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛିା ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥୀଭାବେ ସୁବାସ ସାହୁ ଯୋଗଦେଇ ପତ୍ତାକା ଉତ୍ତୋଳନ କରିଥିଲେ ।ସମ୍ମାନୀତ ଅତିଥୀ ଭାବେ ସତ୍ୟନାରାୟଣ ସାହୁ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉଦବୋଧନ ଦେଇଥିଲେ ।


