ବିଜେଡିର ୨୩ତମ ପ୍ରତିଷ୍ଠା ଦିବସ ପାଳିତ

କଳାହାଣ୍ଡି,(ଯଗାବ୍ଦ ନ୍ୟୁଜ୍‌) : କଳାହାଣ୍ଡି ଜିଲ୍ଲା ଜୁନାଗଡ ନିର୍ବାଚନ ମଣ୍ଡଳୀ ଗୋଲାମୁଣ୍ଡା ବଡ଼ ଚେର ଗାଁ ଠାରେ ବିଜୁ ଜନତା ଦଳର ୨୩ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଏହି ଉତ୍ସବ ରେ ଗୃହ ମନ୍ତ୍ରୀ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବରେ ଜିଲ୍ଲା ଯୁବସଭାପତି ଆଦିତ୍ୟ ନବ ଜିଲ୍ଲା କାର୍ଯ୍ୟକାରୀ ସଭା ପତି ପ୍ରବୋଧ ରଥ ପୂର୍ବତନ ଜୁନାଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷ ମହେଶ ସାହୁ ଗୋଲାମୁଣ୍ଡା ବ୍ଲକ୍ ଅଧ୍ୟକ୍ଷ ତୁଲେଶ୍ୱର ନାଏକ ଦିନେଶ ବଗର୍ତ୍ତି ପ୍ରମୁଖ ଯୋଗ ଦେଇଥିଲେ । ଏହି କାର‌୍ୟ୍ୟ କ୍ରମ ରେ ୫୦୦୦ ରୁ ଉର୍ଦ୍ଧ୍ୱ ଦଳୀୟ କର୍ମୀଙ୍କ ସହ ପ୍ରବଳ ଜନସମାଗମ ହୋଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ