ବିଜେଡି ମହିଳା ରାଜ୍ୟ ଉପସଭାନେତ୍ରୀଙ୍କ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫ହଜାର ଦାନ

କେନ୍ଦ୍ରାପଡା (ଚିତ୍ତରଞ୍ଜନ ଦାସ) : ବିଜୁ ଜନତା ଦଳର ରାଜ୍ୟ ମହିଳା ଉପସଭାନେତ୍ରୀ ରୋସ୍ôନା ସାହୁ ଆଜି ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟରେ ଜିଲ୍ଲାପାଳଙ୍କୁ ଭେଟି ୫ହଜାର ୫ଶହ୫୫ଟଙ୍କାର ଚେକ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରଦାନ କରିଛନ୍ତି । ତାଙ୍କ ସହିତ ସରକାରୀ ଓକିଲ ମନୋଜ କୁମାର ସାହୁ ଚେକ ପ୍ରଦାନ ସମୟରେ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ