ବିଜେପିରେ ମିଶିଲେ ପୋଲିସ ମହାନିର୍ଦ୍ଦେଶକ ପ୍ରକାଶ
ପୂର୍ବତନ ପୁଲିସ ମହାନିର୍ଦ୍ଦେଶକ ପ୍ରକାଶ ମିଶ୍ର ରବିବାର ବିଜେପିରେ ଯୋଗ ଦେଇଛନ୍ତି। ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ସେ ଆନୁଷ୍ଠାନିକ ଭାବେ ସାମିଲ ହୋଇଛନ୍ତି। ଏହି ମିଶ୍ରଣ ପର୍ବରେ ପୂର୍ବତନ ବିଧାୟକ ବୃନ୍ଦାବନ ମାଝୀ ଓ ଜଳେଶ୍ୱର ପୂର୍ବତନ ବିଧାୟକ ଦେବୀ ପ୍ରସନ୍ନ ଚାନ୍ଦ ମଧ୍ୟ ବିଜେପିରେ ଯୋଗ ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମ୍ରେନ୍ଦ୍ର ପ୍ରଧାନ, ବିଶ୍ୱଭୂଷଣ ହରିଚନ୍ଦନ, ଦାମୋଦର ରାଉତଙ୍କ ଉପସ୍ଥିତିରେ ଏହି ମିଶ୍ରଣ ପର୍ବ ହୋଇଥିଲା। କଟକରୁ ହୋଇପାରନ୍ତି ପ୍ରାର୍ଥୀ