ବିଜେପିରେ ମିଶିଲେ ସାଇନା ନେହୱାଲଙ୍କ ଭଉଣୀ ଚନ୍ଦ୍ରାଂଶୁ ନେହଓ୍ବାଲ

ନୂଆଦିଲ୍ଲୀ- ବୁଧବାର ଭାରତର ପ୍ରସିଦ୍ଧ ବ୍ୟାଡମିଣ୍ଟନ ଖେଳାଳି ସାଇନା ନେହୱାଲଙ୍କ ଭଉଣୀ ଚନ୍ଦ୍ରାଂଶୁ ନେହଓ୍ବାଲଙ୍କ ବିଜେପିରେ ସାମିଲ ହୋଇଛନ୍ତି । ଦିଲ୍ଲୀ କାର‌୍ୟ୍ୟାଳୟଠାରେ ଦଳର ବରିଷ୍ଠ ନେତାଙ୍କ ଉପସ୍ଥିତିରେ ସେ ଦଳରେ ଯୋଗଦେଇଛନ୍ତି। ଅଲିମ୍ପିକ୍ସରେ ୩ ଥର ଦେଶକୁ ପ୍ରତିନିଧିତ୍ୱ କରିଥିବା ନେହୱାଲ ପ୍ରଥମ ମହିଳା ବ୍ୟାଡମିଣ୍ଟନ ତାରକା ଭାବେ ଅଲିମ୍ପକ୍ସରେ ପଦକ ଜିତିଥିଲେ। ୨୦୧୫ ମସିହାରେ ସାଇନା ବିଶ୍ୱର ନମ୍ବର ୧ ବ୍ୟାଡମିଣ୍ଟନ ଖେଳାଳି ହୋଇପାରିଥିଲେ। ୧୧ଟି ସୁପରସିରିଜ ଟାଇଟଲ ସହ ୨୪ ଅନ୍ତର୍ଜାତୀୟ ଟାଇଟଲ ଜିତଥିବା ସାଇନାଙ୍କୁ ପଦ୍ମଭୂଷଣ, ରାଜୀବ ଗାନ୍ଧୀ ଖେଳରତ୍ନ ଏବଂ ଅର୍ଜୁନ ପୁରସ୍କାରରେ ସମ୍ମାନିତ ହୋଇଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ