ବିଜେପି କୃଷକ ମୋର୍ଚ୍ଚା ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

ବନ୍ତ,(ଚାନ୍ଦିନୀ ମହାନ୍ତି) : ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କ ସେବା ସପ୍ତାହ ଉପଲକ୍ଷେ ବିଜେପି କୃଷକ ମୋର୍ଚ୍ଚା ପକ୍ଷରୁ ବନ୍ତ ବ୍ଲକ ସେଣ୍ଢତୀରା ପଞ୍ଚାୟତ ତାଳପଦା ଠାରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ବିଜେପି କୃଷକ ମୋର୍ଚ୍ଚା ଉପସଭାପତି ଶଙ୍କର୍ଷଣ ଜେନାଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୁବ ଆଇନଜୀବି ବନମାଳୀ ଜେନା, କିଶୋର ଚନ୍ଦ୍ର ବିଶ୍ୱାଳ, ପୂର୍ଣ୍ଣ ଚନ୍ଦ୍ର ସାହୁ, ଦୀନବନ୍ଧୁ ନାୟକ, ଦେବେନ୍ଦ୍ର ଜେନା, ପୀତବାସ ପଣ୍ଡା, ନିରଞ୍ଜନ ଜେନା, ଭଗବାନ ଜେନା, ଲକ୍ଷ୍ମଣ ସାହୁ, ଭଗବାନ ଜେନା, ଗଜେନ୍ଦ୍ର ନାୟକ, ରାଜୁ ମୁଣ୍ଡା, ଦେବେନ୍ଦ୍ର ପଲେଇ ପ୍ରମୁଖ ଯୋଗ ଦେଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ