ବିଜେପୁରରେ ନାମାଙ୍କନ ଦାଖଲ କଲେ ନବୀନ

୨୦୧୯ ସାଧାରଣ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ନାମାଙ୍କନ ପତ୍ର ଦଖଲର ଆଜି ଥିଲା ଶେଷ ତାରିଖ, ତେଣୁ ରାଜ୍ୟ ରାଜନୀତିରେ ସରଗରମ ଦେଖାଯାଇଛି । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଥିଲୋ ବିଜେପୁର ବିଧାନସଭା ନିର୍ବାଚନମଣ୍ଡଳୀରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି ।ଏହି ସମୟରେ ଜିଲ୍ଲାର ସମସ୍ତ ବିଧାୟକ ଓ ସାଂସଦ ମାନେ ଉପସ୍ଥିତ ଥିଲେ । । ପୂର୍ବରୁ ହିଞ୍ଜିଳି ଆସନ ପାଇଁ ନବୀନ ନାମାଙ୍କନ ପତ୍ର ଦାଖଲ କରି ସାରିଥିବା ବେଳେ ବିଜେପୁର ଆସନ ପାଇଁ ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୁଷ୍ଟିରେ ରଖି ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ