ବିଜେବି ସ୍ୱୟଂଶାସିତ ମହାବିଦ୍ୟାଳୟରେ ବିଶ୍ୱ ସ୍ୱାସ୍ଥ୍ୟ ଦିବସ ପାଳିତ

ଭୁବନେଶ୍ୱର, (ଯୁଗାବ୍ଦ ନ୍ୟୁଜ) :ବିଶ୍ୱ ସ୍ୱାସ୍ଥ୍ୟ ଦିବସ ପାଳନ ଅବସରରେ ବି.ଜେ.ବି. ସ୍ୱୟଂ ଶାସିତ ମହାବିଦ୍ୟାଳୟ ଯୁବ ରେଡକ୍ରସ ତରଫରୁ ଏକ ସଚେତନତା ରାଲିର ଆୟୋଜନ କରାଯାଇଥିଲା । ଉକ୍ତ ରାଲିରେ ରେଡକ୍ରସର ସ୍ୱେଚ୍ଛାସେବୀମାନେ ବି.ଜେ.ବି ନଗରସ୍ଥିତ ବିଭିନ୍ନ ଆଖପାଖ ଅଞ୍ଚଳ ପରିକ୍ରମା କରି ଲୋକମାନଙ୍କୁ ଉତ୍ତମ ସ୍ୱାସ୍ଥ୍ୟର ଗୁୁରୁତ୍ୱ ସମ୍ପର୍କରେ ଅବଗତ କରାଇଥିଲେ । ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ଜି.ଏମ୍ ଖାନ ଏବଂ ଯୁବ ରେଡକ୍ରସର କାଉନସେଲର ଅଧ୍ୟକ୍ଷା ଲେଖା ଦାସ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ