ଭୁବନେଶ୍ୱର : ଆଇଏଏସ୍ ବିଜୟ କେତନ ଉପାଧ୍ୟାୟଙ୍କୁ ମିଳିଲାନି ଜାମିନ । ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ, ତାଙ୍କ ଜାମିନ ଆବେଦନ ଖାରଜ କରିଦେଇଛନ୍ତି । ସୋମବାର ଭିଡିଓ କନଫରେନ୍ସିଂରେ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର ହୋଇଥିଲେ ଆଇଏଏସ ବିଜୟ କେତନ ଉପାଧ୍ୟାୟ । ୧ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ବିଜୟଙ୍କୁ ଗିରଫ କରିଥିଲା ଭିଜିଲାନ୍ସ ।