ବିଦ୍ୟାଳୟରେ ପୁସ୍ତକ ବିତରଣ କାର୍ଯ୍ୟକ୍ରମ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ କୁଡୁତୁଲି ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ପୁସ୍ତକ ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କୁଡୁତୁଲି ପଞ୍ଚାୟତ ନୂତନ ସରପଞ୍ଚ ଶ୍ରୀଚନ୍ଦ୍ର ମଲିକ ଯୋଗ ଦେଇ ପ୍ରଥମ ଶ୍ରେଣୀରେ ଅଧ୍ୟୟନ କରୁଥିବା ଛାତ୍ରଛାତ୍ରୀଙ୍କୁ ମାଗଣାରେ ପୁସ୍ତକ ବଣ୍ଟନ କରିଥିଲେ। ଏହି କାର୍ଯ୍ୟକ୍ରମରେ ସ୍କୁଲ୍ ସଭାପତି ସୁଜିତ ବେହର ଦଳାଇ, ପ୍ରଧାନ ଶିକ୍ଷୟିତ୍ରୀ କ଼ୁମାରୀ ପୁନମ୍ ପ୍ରମୁଖ ଶିକ୍ଷକ ଶିକ୍ଷୟତ୍ରୀ ଉପସ୍ଥିତ ଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ