ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଷୀ ମୃତ
ଭବାନୀପାଟଣା, (ଓ୍ବାଇଏନ୍ଏସ୍):ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଷୀ ମୃତ।କଳାହାଣ୍ଡି ଜିଲ୍ଲା ସଦର ଥାନା ଅନ୍ତର୍ଗତ ମେଦିନିପୁର ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା। ସକାଳୁ ସକାଳୁ ହଳ ଲଙ୍ଗଳ ନେଇ ନିଜ ଚାଷ ଜମିରେ ଚାଷ କରୁଥିବା ବେଳେ ଚାଷୀ କୈଳାଶ ଚନ୍ଦ୍ର ସାହୁ ଓହଳି ପଡିଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଥିଲେ। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହେବା ସହ ଓ ଗୋଟେ ବଳଦର ବି ମୃତ୍ୟ ହୋଇଛି।