ବିଧାୟକଙ୍କ ଦ୍ୱାରା ୨୩୫ ଜଣଙ୍କୁ ଭତ୍ତା ବଣ୍ଟନ

ବନ୍ତ, (ଚାନ୍ଦିନୀ ମହାନ୍ତି):ବୁଧବାର ବନ୍ତ ବ୍ଲକରେ ବିଧାୟକ ପ୍ରଫୁଲ୍ଲ ସାମଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ୨୩୫ ଜଣ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରିଥିଲେ । ସେଥିମଧ୍ୟରୁ ଭିନ୍ନକ୍ଷମ ୧୩୨, ବିଧବା ୯୧, ସ୍ୱାମୀ ପରିତ୍ୟକ୍ତା ୬, ଅବିବାହିତ ୬ ଭତ୍ତା ରହିଛି । କାର୍ଯ୍ୟକ୍ରମରେ ଜିଲା ପରିଷଦ ଅଧ୍ୟକ୍ଷ ପ୍ରଫୁଲ୍ଲ ଜେନା, ବ୍ଲକ ଅଧ୍ୟକ୍ଷ ମନ ରଂଜନ ଘଡେଇ, ବିଡିଓ ପ୍ରଦୀପ କୁମାର ସେଠୀ, ବ୍ଲକ ଉପାଧ୍ୟକ୍ଷା ପ୍ରଗତିବାଳା ସ୍ୱାଇଁଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ