ବିନୟର ରାଜକ୍ଷମା ଯାଚିକା ସୁପ୍ରିମକୋର୍ଟରେ ଖାରଜ

ନୂଆଦିଲ୍ଲୀ : ନିର୍ଭୟା ଗଣଦୁଷ୍କର୍ମ ମାମଲାର ଅନ୍ୟତମ ଅଭିଯୁକ୍ତ ବିନୟ ଶର୍ମାର ରାଜକ୍ଷମା ଯାଚିକା ଖାରଜ ହୋଇଯାଇଛି । ରାଷ୍ଟ୍ରପତି ବିନୟର ରାଜକ୍ଷମା ଆବେଦନ ଖାରଜ କରିଥିବା ବେଳେ ଏହା ବିରୋଧରେ କ୍ୟୁରେଟିଭ୍‌ ଯାଚିକା ଦାଖଲ କରାଯାଇଥିଲା । ଗୁରୁବାର ସୁପ୍ରିମ୍‌କୋର୍ଟ ବିନୟର କ୍ୟୁରେଟିଭ୍‌ ଯାଚିକାର ଶୁଣାଣି କରିବା ସହିତ ଏହାକୁ ଖାରଜ କରି ଦେଇଛନ୍ତି । ରାଜକ୍ଷମା ଆବେଦନ ପାଇଁ ଦିଲ୍ଲୀ ଉପରାଜ୍ୟପାଳ ଏବଂ ଗୃହ ବିଭାଗର ଅନୁମତି ନଥିବା ଦର୍ଶାଇ ବିନୟ ପକ୍ଷରୁ ଚ୍ୟାଲେଞ୍ଜ କରାଯାଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ