ବିବେକାନନ୍ଦଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ନୂଆଦିଲ୍ଲୀ- ବିବେକାନନ୍ଦଙ୍କ ୧୫୭ ତମ ଜୟନ୍ତୀ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ରବିବାର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏହି ଅବସରେ ରାଷ୍ଟ୍ରପତି କହିଛନ୍ତି ଯେ, ଯୁଗ ଯୁଗ ଧରି ସ୍ବାମୀ ବିବେକାନନ୍ଦଙ୍କ ବାଣୀ ପ୍ରେରଣା ଯୋଗାଉଛି। ଏହା ପ୍ରେରଣାର ଉତ୍ସ ଭାବେ ପ୍ରତିପାଦିତ ହୋଇଛି। ଏହି ଅବସରରେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ସ୍ବାମୀ ବିବେକାନନ୍ଦଙ୍କ ଜୀବନ ଶୈଳୀ ଏବଂ କ।ର୍ଯ୍ୟ ସବୁବେଳେ ଭାରତୀୟ ଯୁବବର୍ଗଙ୍କ ପାଇଁ ଉଦାହରଣ ସୃଷ୍ଟି କରିବା ବୋଲି କହିଥିଲେ । ସୂଚନାଅନୁସାରେ ୧୮୬୩ ଜାନୁୟାରୀ ୧୨ରେ ପଶ୍ଚିମବଙ୍ଗର କୋଲକାତାଠାରେ ଜନ୍ମଗ୍ରହଣ କରିଥିଲେ ସ୍ବାମୀ ବିବେକାନନ୍ଦ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ