ବିବେକାନନ୍ଦ ଯୁବ ସମାଜ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

ଛତ୍ରପୁର; ଛତ୍ରପୁର ର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ବିବେକାନନ୍ଦ ଯୁବ ସମାଜ ପକ୍ଷରୁ ୧୦୫ତମ ଗାନ୍ଧୀ ଜୟନ୍ତୀ ଅବସରରେ ଯୁବ ସମାଜ ର ସଭାପତି ସୁଧୀର କୁମାର ସାହୁଙ୍କ ପୈାରହିତ୍ୟରେ ଅନସ୍ଲୋ ଉଚ୍ଚବିଦ୍ୟାଳୟ ପରିସରରେ ଏକ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଦ୍ୟାଳୟର ନମିତା ଦେ ମୁଖ୍ୟ ଅତିଥୀଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରିବାସହ ବୃକ୍ଷ ରୋପଣ କରିଥିଲେ । ବିଦ୍ୟାଳୟର ସମସ୍ତ ଶିକ୍ଷକ /ଶିକ୍ଷୟତ୍ରୀ ଏବଂ ଜୁପିଟର ଶିକ୍ଷାନୁଷ୍ଠାନର ଶତାଧୀକ ଛାତ୍ରଛାତ୍ରୀ ଉପସ୍ଥିତ ରହିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ